ମିଳିଥିବା ସୂଚନା ପ୍ରକାରେ ଡି.ଲଉ ଦାସ ଙ୍କୁ ସୋମବାର ରାତିରେ ସାପ କାମୁଡିଥିବା ପ୍ରଥମେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମ୍.କେ.ସି.ଜି ସ୍ଥାନାନ୍ତର କରାଯାଇଥିବା ବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବ୍ୟବଚ୍ଛେଦ ପରେ ଶବ ଗ୍ରାମକୁ ଅଣାଯିବ ବୋଲି ଜଣାପଡ଼ିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର