Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ପୁଣି ୧୯ ତାରିଖ ସନ୍ଧ୍ୟାରେ ଓଡିଶା ଆସୁଛନ୍ତି ମୋଦି
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ବିଜେଡି ବାଣ୍ଟୁଛି ପୁଳା ପୁଳା ଟଙ୍କା । ସମ୍ବଲପୁର ମୁଖ୍ୟମନ୍ତ୍ରୀଙ୍କ ସଭାରୁ ଆସିଲା ଚିତ୍ର । 500 ଟଙ୍କା ନୋଟ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କି
ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର ଓ ରେକର୍ଡପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି । କିନ୍ତୁ ସୌଭାଗ୍ୟକୁ ଏହି ଅଘଟଣରୁ କର୍ମଚାରୀ ବର୍ତ୍ତିଯାଇଛନ୍ତି । ଅଗ୍ନିକାଣ୍ଡର କାର