ଗଜପତି ମୋହନାରେ ସ୍ବାଧୀନତା ଦିବସ ପାଳିତ
ପାଟକୁରା ବିଧାନସଭା ଭୋଟ୍ ପାଇଁ ଛୁଟି ଘୋଷଣା
ପାଟକୁରା: ପାଟକୁରା ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ତେବେ ମତଦାନ ହାର ବଢିବା ପାଇଁ ଏବଂ ସମସ୍ତେ କିଭଳି ଭୋଟ ଦେଇପାରିବେ ସେ ନେଇ ବଜି ବିଭିନ୍ନ ବିଭାଗ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆଜି ଛୁଟି ଘୋଷଣା କରାଯାଇଛି । ସବୁ ଭୋଟରଙ୍କୁ ସବୈତନିକ ଛୁଟି ଦେବା ପାଇଁ ଶ୍ରମ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ଅଞ୍ଚଳରେ ଥିବା ସବୁ ଶିଳ୍ପ ଓ ବ୍ୟାବସାୟିକ ସଂସ୍ଥା ଗୁଡ଼ିକୁ ଆଜି ବନ୍ଦ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
ଧସିଗଲା ମାଟି

ଅର୍ଗସ ବ୍ୟୁରୋ : ଯାଜପୁର ସୁକିନ୍ଦା କାଳିଆପାଣି ପଞ୍ଚାୟତ ଗୁରୁଜଙ୍ଗ ଅଞ୍ଚଳରେ ଥିବା ଫେକର ବେଦାନ୍ତ କ୍ରୋମାଇଟ ମାଇନ୍ସରୁ ଧସିଗଲା ମାଟି । ଫେକର କମ୍ପାନୀ ୧୯୯୨ ମସିହା ଠାରୁ ୨୫ ଏକର ଜମି ଲିଜ୍ ନେଇ ମାଇନ୍ସ ଖୋଲିଥିଲେ । ପରେ ଏହା ଏବେ ବେଦାନ୍ତକୁ ହସ୍ତାନ୍ତର କରିଛି ଫେକର । ମାତ୍ର ଫେକର ଅଧିନରେ ଚାଲୁଥିବା ବେଳେ ସେହି ମାଇନ୍ସଟି ଅଧିକ ଗଭୀରତା ଯୋଗୁଁ ୨୦୧୪ ମସିହାରେ ଭୁଷୁଡ
Download Argus News App
