ଘଟଣା ବିଷୟରେ ଜାଣିବା ପରେ ଏସ୍ପି ସାଗରିକା ନାଥଙ୍କ ନିର୍ଦ୍ଦେଶକ୍ରମେ ସଦର ଥାନା ଅଧିକାରୀ ରମେଶ ଚନ୍ଦ୍ର ମାହାନାଙ୍କ ନେତୃତ୍ବରେ ଏକ ଟିମ୍ ମଧ୍ୟପ୍ରଦେଶ ରତଲମ ଜିଲ୍ଲା ତାଲ ଥାନା କରବାଖେଡ଼ି ଗାଁରେ ମେ ୮ ତାରିଖରେ ଚଢ଼ାଉ କରିଥିଲା। ନାବାଳିକାଙ୍କୁ ଉଦ୍ଧାର କରି ସୁନ୍ଦରଗଡ଼ ଆଣି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା । ମାମଲାରେ ପୋଲିସ ଜଣେ ମହିଳା ଦଲାଲଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି ।
ବିବାହ ପାଇଁ ଝିଅ ଚାଲାଣ, ମାମଲାରେ ଜଣେ ମହିଳା ସମେତ ୩ ଜଣଙ୍କୁ ଗିରଫ

ଅର୍ଗସ ବ୍ୟୁରୋ: ଚାକିରି ଦେବା ବାହାନାରେ ବିବାହ ପାଇଁ ଝିଅ ଚାଲାଣ ମାମଲା । ଜଣେ ମହିଳା ସମେତ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗତ ଏପ୍ରିଲ ମାସ ପ୍ରଥମ ସପ୍ତାହରେ ସୁନ୍ଦରଗଡ଼ ସଦର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ରୋଜଗାରର ଲୋଭ ଦେଖାଇ ଦଲାଲମାନେ ମଧ୍ୟପ୍ରଦେଶର ଜଣେ ବ୍ୟକ୍ତିଙ୍କ ପାଖରେ 2 ଲକ୍ଷ ଟଙ୍କାରେ ବିକି ଦେଇଥିବା ଘଟଣା ସାମ୍ନାକୁ ଆସିଥିଲା ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
