ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଗତ ଜୁଲାଇ ମାସରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମାଲିକ ସଂଘର ବିଭିନ୍ନ ଦାବିକୁ ପୂରଣ କରିବା ପାଇଁ ପରିବହନ କମିଶନରଙ୍କୁ ନିର୍ଦ୍ଧେଶ ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇ ନଥିବା ଅଭିଯୋଗ କରିଛନ୍ତି ବସ ମାଲିକ ସଂଘ । ତେବେ ଆସନ୍ତା ସପ୍ତାହକ ମଧ୍ୟରେ ଦାବି ପୂରଣ ନ ହେଲେ ଚରମ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ମାଲିକ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।