ତେଣୁ ଏସ୍ପିଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ଭିତରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ମୋବାଇଲ ବ୍ୟବହାର ଉପରେ କଟକଣା ଲାଗିଛି । ଶ୍ରୀମନ୍ଦିରରେ ପ୍ରବେଶ ଏବଂ ଡିୟୁଟି ସମୟରେ, ପୋଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ବାରଣ କରାଯାଇଥିବା ବେଳେ ବିଶେଷ କାର୍ଯ୍ୟରେ ନିୟୋଜିତ ଏବଂ ଆପାତ କାଳିନ ସେବାରେ ନିଯୁକ୍ତି ଥିବା କିଛି ଅଧିକାରୀଙ୍କୁ ଛାଡି ଦେଲେ ଅନ୍ୟ ସମସ୍ତ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା କରାଯାଇଛି ।
ଓଡିଶା ଖବର ଆହୁରି ପଢନ୍ତୁ