ସେଭଳି ରଥଯାତ୍ରାକୁ ଆସୁଥିବା ଭକ୍ତ ନିଜର ସ୍ବାସ୍ଥଅବସ୍ଥା ଚେକପ୍ କରି ନିଅନ୍ତୁ । କିଛି ଲକ୍ଷଣ ଥିଲେ ଡକ୍ତରଙ୍କ ସହ ପରାମର୍ଶ କରନ୍ତୁ। ପୁରୀ ନ ଆସି ଟେଲିଭିଜନ ମାଧ୍ୟମରେ ମହାପ୍ରଭୁଙ୍କୁ ଦର୍ଶନ କରନ୍ତୁ। ରଥଯାତ୍ରା କୁ ଆସୁଥିବା ଭକ୍ତମାନେ ମାକ୍ସ ଓ ସାନିଟାଇଜର ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉନୟନ୍ନ କମିସନର ପ୍ରଦିପ ଜେନା। ଆଜି ସମନ୍ବୟ ବୈଠକରେ ରଥଯାତ୍ରା ପାଇଁ କେଉଁ କାର୍ଯ୍ୟ କେତେ ବାଟ ଯାଇଛି ସେନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଯାତ୍ରା ପୂର୍ବରୁ ରାସ୍ତାଘାଟ, ପାନୀୟ ଜଳ, ପରିମଳ, ଗମନାଗମନ, ଭିଡ଼ ନିୟନ୍ତ୍ରଣ, ଆଇନଶୃଙ୍ଖଳା, ସ୍ୱାସ୍ଥ୍ୟ ସେବା କାର୍ଯ୍ୟର ସମୀକ୍ଷା କରିଛନ୍ତି ନବୀନ ।
୨ବର୍ଷ ପରେ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବ ରଥଯାତ୍ରା

ଅର୍ଗସ ବ୍ୟୁରୋ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବ ରଥଯାତ୍ରା । ଶୃଙ୍ଖଳିତ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଲାଗିପଡ଼ିଛି ପ୍ରଶାସନ । ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ପରେ ପ୍ରଥମ ଥର ପାଇଁ ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସେମାନଙ୍କ ସମସ୍ତ ସୁବିଧା ହେବା ପରି ବ୍ୟବସ୍ଥା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ କରୋନା ଭୟ ଏବେ ବି ଯାଇନି । ତେଣୁ ସତର୍କତାର ସହ ରଥଯାତ୍ରା କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୋଦି ସରକାର ଆସିବା ପରେ ରାଜ୍ୟରେ ଗୃହ କମିଟିକୁ ରେଳ ଅନୁଦାନ ଦାବୀ ପାଇଁ ଦିଲ୍ଲୀ ଯିବାକୁ ପଡ଼ୁନାହିଁ

ଅର୍ଗସ ବ୍ୟୁରୋ : ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ର
Download Argus News App
