ଆସନ୍ତା ୩ ମାସ ଭିତରେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି । ତେବେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ବାହ୍ନରେ ପୁରୀରେ ପହଞ୍ଚି ଜିଲ୍ଲାପାଳ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ପ୍ରଥମେ ସ୍ଵର୍ଗଦ୍ଵାର ଉନ୍ନୟନ ଓ ସୋନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।