ପରୀକ୍ଷାର କେଇ ଘଣ୍ଟା ପୂର୍ବରୁ ପ୍ରଶ୍ନପତ୍ର ଲିକ ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଏବେ ଚିନ୍ତା ବଢ଼ିଛି। ପରୀକ୍ଷା ନଦେଇ ତାପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ହେବା ନେଇ କିଏ ଦାୟୀ ବୋଲି ପ୍ରଶ୍ନ ଉଠୁଛି।
ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ
Download Argus News App
