ଗଜପତି ମୋହନାରେ ସ୍ବାଧୀନତା ଦିବସ ପାଳିତ
ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରିଣ ଓଡ଼ିଶାର କେତେକ ସ୍ଥାନରେ ହେବ ବର୍ଷା

ଭୁବନେଶ୍ୱର: 24ରୁ ବଢ଼ିବ ବର୍ଷାର ପରିମାଣ । ଆଗାମୀ 24 ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାର କେତେକ ସ୍ଥାନରେ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ମଧ୍ୟମ ଧରଣ ବର୍ଷା ହେବା ନେଇ ସମ୍ଭାବନା ରହିଛି ।
ଚଳିତ ବର୍ଷ ଜୁନ୍ 20 ସୁଦ୍ଧା 27 % କମ ବର୍ଷା ହୋଇଛି । ସେପଟେ ବାଲେଶ୍ୱରରେ ବର୍ତ୍ତମାନ ସୁଦ୍ଧା 50 ପ୍ରତିଶତ କମ୍ ବର୍ଷା ହୋଇଛି । ଆଗମୀ ଦୁଇ ରୁ ତିନି ଦିନ ଭିତରେ ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି ।
ଧସିଗଲା ମାଟି

ଅର୍ଗସ ବ୍ୟୁରୋ : ଯାଜପୁର ସୁକିନ୍ଦା କାଳିଆପାଣି ପଞ୍ଚାୟତ ଗୁରୁଜଙ୍ଗ ଅଞ୍ଚଳରେ ଥିବା ଫେକର ବେଦାନ୍ତ କ୍ରୋମାଇଟ ମାଇନ୍ସରୁ ଧସିଗଲା ମାଟି । ଫେକର କମ୍ପାନୀ ୧୯୯୨ ମସିହା ଠାରୁ ୨୫ ଏକର ଜମି ଲିଜ୍ ନେଇ ମାଇନ୍ସ ଖୋଲିଥିଲେ । ପରେ ଏହା ଏବେ ବେଦାନ୍ତକୁ ହସ୍ତାନ୍ତର କରିଛି ଫେକର । ମାତ୍ର ଫେକର ଅଧିନରେ ଚାଲୁଥିବା ବେଳେ ସେହି ମାଇନ୍ସଟି ଅଧିକ ଗଭୀରତା ଯୋଗୁଁ ୨୦୧୪ ମସିହାରେ ଭୁଷୁଡ
Download Argus News App
