ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ସ୍ୱତନ୍ତ୍ର ପୂଜା ମା ସରସ୍ବତୀଙ୍କ ନିକଟରେ କରାଯିବାପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିବେ |
ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ | ତେବେ ଆସନ୍ତା ରାମନବମୀ ତିଥିରେ ଅନୁକୂଳ କରାଯାଇ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବ | ଓ ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନିରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ।
ଧର୍ମ ଓ ସଂସ୍କୃତି ଖବର ଆହୁରି ପଢନ୍ତୁ