ଏହି ଅବସରରେ ଜିଲ୍ଲାର ବିଭିନ୍ନ ସ୍କୁଲର ପିଲାମାନଙ୍କ ଦ୍ବାରା ଅନୁଷ୍ଠିତ ହୋଇଥିବା ପ୍ୟାରେଡ, ଡିବେଟେ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇ କୃତିତ୍ତ୍ବ ଅର୍ଜନ କରିଥିବା ଛାତ୍ର ଛତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଛି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।
ଅର୍ଗସ ବ୍ୟୁରୋ : ଜଗତସିଂହପୁର ଜିଲ୍ଲା ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସର ମଧ୍ୟରେ 74 ତମ ସାଧାରଣ ତନ୍ତ୍ର ଦିବସ ପାଳିତ l ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।