ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ବରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଚତୁର୍ଦ୍ଧାବିଗ୍ରହଙ୍କ ଗୁପ୍ତ ସେବା । ଗତକାଲି ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଫିଟା ନୀତି ସମ୍ପାଦିତ କରିଥିବା ବେଳେ ଆଜି ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ ।
ଆହୁରି ପଢନ୍ତୁ ଓଡିଶା ଖବର...