ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସମସ୍ତଙ୍କୁ କୁନ୍ଦୁଲି ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତେବେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପଟାଙ୍ଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଓଡିଶା ଖବର ଆହୁରି ପଢ଼ନ୍ତୁ ।