ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ତେଜିଲା ରାଜନୀତି !
ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, 5 ମୃତ

ନୟାଗଡ଼: ନୟାଗଡ଼ ଶରଣକୁଳ ନରେନ୍ଦ୍ରପୁର ସାହିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ଘଟଣା ସ୍ଥଳରେ ହାଇୱା ଧକ୍କାରେ ଦୁଇ ଜଣ ମହିଳା ଏବଂ ସୁଆର ସାହିର ତିନିଜଣ ପୁରୁଷଙ୍କ ମୃତ୍ୟୁ ହୋଇଥିବାର ଜଣାପଡିଛି l ଅନ୍ୟପକ୍ଷେ ଏହି ଘଟଣାରେ ଜଣେ ଛୋଟ ଝିଅ ଗୁରୁତର ଆହତ ହୋଇ ଡାକ୍ତର ଖାନାରେ ଭର୍ତ୍ତି ହୋଇଛନ୍ତି। ଦୁର୍ଘଟଣା ପରେ ହାଇୱା ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଛି।
Download Argus News App
