ତୁରନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ସହ ରାସ୍ତାର ଖାଲ ମରାମତି କରିବାକୁ ନୀଳଗିରି ଉପ ଜିଲ୍ଲାପାଳ ଙ୍କୁ ଦାବି ଜଣାଇଛନ୍ତି । ଦାବି ପୂରଣ ନହେଲେ ଆଗାମୀ ୪ ତାରିଖ ତଥା ଶନିବାର ଦିନ ନୀଳଗିରି ଉପଜିଲ୍ଲାପାଳ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି ବିଧାୟକ ସୁକାନ୍ତ ନାୟକ ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।