ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ଦୁଇଦିନ ପାଇଁ ବାତିଲ

ଭୁବନେଶ୍ଵର: ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜ ଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ରାଜ ଆଠଗଡ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଦୁଇଦିନ ପାଇଁ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ବାତିଲ ରହିବ।
02861/02862 ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ 08303/08304 ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ଏପ୍ରିଲ ମାସ ୨୭ ଓ ୨୮ ତାରିଖ ଦିନ ବାତିଲ ରହିବାକୁ ସ୍ଥିର କରାଯାଇଛି।
ବନ୍ୟା ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ପ୍ରତିକ୍ରିୟା
ଅର୍ଗସ ବ୍ୟୁରୋ: ରାଜ୍ୟରେ ବନ୍ୟା ସ୍ଥିତି ନେଇ ଆସିଲା ବଡ ଖବର । ଅପରାହ୍ନରେ ହୀରାକୁଦ ଗେଟ୍ ଖୋଲା ନିଷ୍ପତ୍ତି ହୋଇପାରେ। ବନ୍ୟା ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ପ୍ରତିକ୍ରିୟା। ପଥରଲା, ଖଇରମାଳ, ବରମୂଳରେ ବନ୍ୟାଜଳ ପ୍ରବାହ କମିଛି। ମୁଣ୍ଡଳୀରେ ଜଳସ୍ତର ବଢ଼ିଛି, ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହୋଇଛି । 11 ଲକ୍ଷ 60 ହଜା
Download Argus News App
