ଭୁବନେଶ୍ବରରେ ଏକ କଲୋନୀରେ କାର ଦୁର୍ଘଟଣା
ନୟାଗଡ଼: ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ନୂଆମୋଡ ଦେଖିବାକୁ ମିଳିଛି। କାଉଣ୍ଟର ଆଫିଡେଭିଟ୍ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୁପ୍ରିମକୋର୍ଟ, ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୁପ୍ରିମକୋର୍ଟ 4 ସପ୍ତାହର ସମୟ ଦେଇଛନ୍ତି। ଏପ୍ରିଲ 5ରେ ମାମଲାର ପରବର୍ତ୍ତି ଶୁଣାଣି ହେବ। ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପାଇଁ ମା ସୌଦାମିନୀ ସାହୁଙ୍କ ପକ୍ଷରୁ କରାଯାଇଥିବା ଆବେଦନର ଆଜି ମାନ୍ୟବର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି।
ସୂଚନା ଯୋଗ୍ୟ, ଗତବର୍ଷ ଜୁଲାଇ ମାସରେ ତାଙ୍କୁ ଅପହରଣ, ବଳାତ୍କାର ଓ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ସିବିଆଇ ତଦନ୍ତ ପରି ର ମା ପ୍ରଥମରୁ ଦାବି କରିଛନ୍ତି ।