ମେ' ୨ତାରିଖରୁ ସକାଳ ୬ରୁ ୯ପର୍ଯ୍ୟନ୍ତ ଚାଲିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବ ବୋର୍ଡ ଓ କାଉନସିଲ ପକ୍ଷରୁ ଚାଲିଥିବା ପରୀକ୍ଷା ସୂଚୀ ଅପରିବର୍ତ୍ତୀତ ରହିଛି।
ଆହୁରି ଅଧିକ ଓଡିଶା ଖବର ପଢନ୍ତୁ...
ମେ' ୨ରୁ ସକାଳ ୬ରୁ ୯ ପର୍ଯ୍ୟନ୍ତ ଚାଲିବ ସ୍କୁଲ

ଭୁବନେଶ୍ଵର : ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ। ସକାଳୁଆ ସ୍କୁଲ ସମୟର ପରିବର୍ତ୍ତନ କଲେ ରାଜ୍ୟ ସରକାର। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟର ପରିବର୍ତ୍ତନ।
ମାର୍କେଟରୁ ଉଭାନ୍ ହେବ ୨୦୦୦ ଟଙ୍କିଆ ନୋଟ୍ !

ଅର୍ଗସ୍ ବ୍ୟୁରୋ : ୨୦୧୬ ନଭେମ୍ବର ୮ରେ ମୋଦି ସରକାର ଦେଶରେ ପ୍ରଚଳନ ହେଉଥିବା ହଜାରେ ଏବଂ ପାଞ୍ଚ ଶହ ଟଙ୍କିଆ ନୋଟକୁ ଅଚଳ କରିଦେଲେ। ତାହା ସ୍ଥାନରେ ବିତ୍ତୀୟ ବଜାରକୁ ଆସିଲା ନୂଆ ୨ହଜାର ଓ ୫ଶହ ଟଙ୍କିଆ ନୋଟ୍। ହେଲେ ୫ଶହ ଟଙ୍କିଆ ନୋଟ୍ ଯେଉଁଭଳି ଲୋକଙ୍କ ଚାହିଦା ମେଣ୍ଟାଇଲା, ସେଭଳି ଚାହିଦା ମେଣ୍ଟାଇଲାନି ୨ହଜାର ଟଙ୍କିଆ।
ରିଜର୍ଭ ବ୍ୟାଙ୍କର ତଥ୍ୟ କହୁଛି ଏଣିକ
Download Argus News App
