ବାଘମାର ଗାଁର ନିରଞ୍ଜନ ଦାସଙ୍କ ଗୁହାଳରେ ମରିପଡିଛନ୍ତି 5 ମେଣ୍ଢା। ମେଣ୍ଡା ମାନଙ୍କ ବେକ ଓ ପେଟରେ ଗଭୀର ଆଘାତ ଲାଗିଛି । ଘଟଣାସ୍ଥଳରେ ବନବିଭାଗ ଟିମ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଯାହାକୁ ନେଇ ଗ୍ରାମରେ ପୁଣି ଅଜଣା ଆତଙ୍କ ଦେଖାଦେଇଛି ।
ନିଆଳିରେ ପୁଣି ମେଣ୍ଢା ମୃତ୍ୟୁ, ମାସକରେ ତୃତୀୟ ଥର ପାଇଁ ମେଣ୍ଢା ମଡ଼କ
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
