ସମସ୍ତ ଜୋନାଲ ଡେପୁଟି କମିଶନରଙ୍କୁ ନିର୍ଦେଶ ଦେଲେ ବିଏମସି କମିଶନର । ଏହାସହ ଆଜିଠାରୁ କାର୍ଯ୍ୟକ୍ଷମ ହେଲା ନୀଳାଚଳ ଓ ହାଇଟେକ କୋଭିଡ ହସ୍ପିଟାଲ। ଆସନ୍ତାକାଲି କାର୍ଯ୍ୟକ୍ଷମ ହେବ ବ୍ଲୁ ହ୍ବିଲ କୋଭିଡ ହସ୍ପିଟାଲ। ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ସ୍ପର୍ଶ ଓ କିମ୍ସ କୋଭିଡ ହସ୍ପିଟାଲ। କିମ୍ସ କୋଭିଡ ହସ୍ପିଟାଲରେ 5ଶହ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ହେବ ।
ବିଏମସି ଆପଣେଇଲା ପୂର୍ବ ବର୍ଷର ରଣକୌଶଳ, ସାମାଜିକ ଦୂରତା ଓ ମାସ୍କ ନଥିଲେ ସିଲ ହେବ ଦୋକାନ
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
