ଏହି ବୈଠକରେ ଦଳ ବିରୋଧୀ ମନ୍ତବ୍ୟ ପାଇଁ ବିବାଦକୁ ଆସିଥିଲେ ଦୁଇ ନେତା । ନୋଟିସରେ 15 ଦିନ ଭିତରେ ଉତ୍ତର ରଖିବାକୁ କୁହାଯାଇଛି ।ଯାହାକୁ ଦୃଷ୍ଟିରେ ରଖି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: