ବିପଦସଂକୁଳ ରାସ୍ତାରେ କ୍ଷମତା ବର୍ହିଭୂତ ବାଲି ବୋଝେଇ ହାଇୱା ଚଳାଚଳ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଛି । ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପର୍କରେ ତଦନ୍ତ ସହ ହାଇୱା ଚଳାଚଳ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଲୋକେ ।
ଓଡିଶା ଖବର ଆହୁରି ପଢନ୍ତୁ