Naba Das Death Case : ଧର୍ମେନ୍ଦ୍ର ଠିକ୍ କହିଛନ୍ତି : ସୁର
ଶ୍ରୀଜୀଉଙ୍କ ଦର୍ଶନ କଲେ ବଲିଉଡ ଅଭିନେତା ମିଥୁନ୍ ଚକ୍ରବର୍ତ୍ତୀ

ପୁରୀ: ବଲିଉଡର ବର୍ଷୀୟାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ମାନସିକ ଥିବାରୁ ପୁରୀ ଆସି ସେ ମହାପ୍ରଭୁଙ୍କୁ ଦର୍ଶନ କରିଥିବା କହିଛନ୍ତି। ଆଜି ସକାଳେ ସେ ଶ୍ରୀମନ୍ଦିରରେ ପହଞ୍ଚି ଭିତରକାଠ ନିକଟରୁ ରତ୍ନସିଂହାସନରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେବା ସହ ଶ୍ରୀମନ୍ଦିର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କ ଦର୍ଶନ କରିଥିଲେ ।
Download Argus News App
