ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କ’ଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଓଡ଼ିଶା ପାଇଁ ବର୍ତ୍ତମାନ କୌଣସି ବିପଦ ନାହିଁ । ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ୩ ତାରିଖ ପରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବରଗଡ଼, ଝାରସୁଗୁଡା,ବଲାଙ୍ଗିର, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର