ସମସ୍ତ ଛାତ୍ରଛାତ୍ରୀ ଜଳେଶ୍ଵର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବୋଲି ଜଣାପଡିଛି। ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀ ସାମାନ୍ୟ ଭଲ ଥିବା ଜଣାପଡିଛି। ଏଖବର ପରେ ସମସ୍ତେ ଭୟଭୀତ ହୋଇଯାଇଥିବା ଦେଖିବାକୁ ମିଳିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବାଲେଶ୍ୱର ଜଳେଶ୍ଵରରେ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି । ପରୀକ୍ଷାର୍ଥୀଙ୍କୁ ନେଇ ଫେରୁଥିବା ବେଳେ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଜଳେଶ୍ଵର ମହମ୍ମଦ ନଗର ପାଟଣା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଅଟୋରେ ଥିବା ଛାତ୍ରଛାତ୍ରିଙ୍କୁ ଗୁରୁତର ଅବସ୍ଥାରେ ଜଳେଶ୍ଵର ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସମସ୍ତ ଛାତ୍ରଛାତ୍ରୀ ଜଳେଶ୍ଵର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବୋଲି ଜଣାପଡିଛି। ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀ ସାମାନ୍ୟ ଭଲ ଥିବା ଜଣାପଡିଛି। ଏଖବର ପରେ ସମସ୍ତେ ଭୟଭୀତ ହୋଇଯାଇଥିବା ଦେଖିବାକୁ ମିଳିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: