ସୂଚନାଯୋଗ୍ୟ ଯେ, ଜଣେ ଶ୍ରମିକ ନେତା ଭାବେ ଖୁବ୍ ଜଣାଶୁଣା ସୁବାସ ସିଂହ । ବାମ ଦଳରୁ ନିଜ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ପରେ ବିଜେଡିର ଯୋଗଦେଇଥିଲେ । ଆଉ ଏବେ କଟକ ମହାନଗର ନିଗମର ମେୟର ଭାବେ ନିର୍ବାଚିତ ହୋଇଛନ୍ତି ।
ଅର୍ଗସ ବ୍ୟୁରୋ: ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ।ରାଜ୍ୟସଭା ପଦରୁ ଇସ୍ତଫା ଦେଲେ ସୁବାସ ସିଂ। କଟକ ମହାନଗର ନିଗମର ମେୟର ଭାବେ ନିର୍ବାଚିତ ହେବା ପରେ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ ଯେ, ଜଣେ ଶ୍ରମିକ ନେତା ଭାବେ ଖୁବ୍ ଜଣାଶୁଣା ସୁବାସ ସିଂହ । ବାମ ଦଳରୁ ନିଜ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ପରେ ବିଜେଡିର ଯୋଗଦେଇଥିଲେ । ଆଉ ଏବେ କଟକ ମହାନଗର ନିଗମର ମେୟର ଭାବେ ନିର୍ବାଚିତ ହୋଇଛନ୍ତି ।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି