ଅଧିକ ପଢନ୍ତୁ ଓଡ଼ିଶା ଖବର
ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ସେ କହିଛନ୍ତି, ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇରହିଛନ୍ତି । ସେହିଭଳି ଜିଲ୍ଲପାଳଙ୍କ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାର ସମସ୍ତ ଏଏନଏମ , ପିଏସଚସି ଓ ସିଏଚସି ଏବଂ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସ୍ଥିତିକୁ ନଜରରେ ରଖି ତ୍ୱରିତ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।