ଖାଇସାରି ବିଳମ୍ବିତ ରାତିରେ ଘରକୁ ଫେରୁଥିବାବେଳେ ରକ୍ତାକ୍ତ ଅବସ୍ଥାରେ ଜାଗୁଳା ଠାରେ ସ୍ଥାନୀୟ ଲୋକ ଦେଖି ପରିବାରକୁ ଖବର ଦେବା ସହ ଉଦ୍ଧାର କରି ବାସୁଦେବପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ୍ୟୁ ଖବର ଜଣାପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ

ଭଦ୍ରକ: ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ। ଭୋଜି ଖାଇ ଫେରୁଥିବାବେଳେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ବାଂସଡ଼ା ଥାନା ଗୁଆସୁଳ ଗ୍ରାମର ବିଜୟ ବେହୁରାଙ୍କ ପୁଅ ଜୟନ୍ତ ବେହୁରା ବୋଲି ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ବାଂସଡ଼ା ଥାନା ନରସିଂହପୁର ଗ୍ରାମକୁ ଏକ ଭୋଜି ଖାଇବାକୁ ଯାଇଥିଲେ ।
Download Argus News App
