ପରେ ଅତିରକ୍ତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦାବି ପତ୍ର ଗ୍ରହଣ କରିବା ପରେ ତାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠେଇଦେବି ବୋଲି କହିଛନ୍ତି ଅତିରିକ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ । ତେବେ ସରକାର ଯଦି ଗଣ ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ନକରନ୍ତି ତେବେ ରାଜଧାନୀରେ ଯାଇ ରାଜ ରାସ୍ତାରେ ଆନ୍ଦୋଳନ କରିବେ ବୋଲି କହିଛନ୍ତି।
ଓଡିଶା ଖବର ଆହୁରି ପଢନ୍ତୁ