ଅଧିକ ପଢନ୍ତୁ :୮ ବର୍ଷ ହେଲାଣି ପାଠପଢା ଠପ୍
ଏହି ସମୟରେ ଆଇତାଙ୍କ ପରିବାର ଲୋକଙ୍କ ଚିତ୍କାର ଶୁଣି ଆଖପାଖ ଲୋକେ ଏହି ପରିବାରକୁ ଉଦ୍ଧାର କରିଥିଲେ। ଗ୍ରାମବାସୀ ତୁରନ୍ତ ଆଇତାଙ୍କ ସ୍ତ୍ରୀକୁ ଗୁରୁତର ଅବସ୍ଥାରେ ପଡିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିବା ବେଳେ ୪ ମାସର କୁନି ଝିଅ ସ୍ଵାତି ଘଟଣା ସ୍ଥଳରେ ହିଁ ମୃତ୍ୟୁ ବରଣ କରିଥିବା ଗ୍ରାମବାସୀ କହିଛନ୍ତି । ଅନ୍ୟପଟେ ଖବର ପାଇ ପଡିଆ ବିଡିଓ ରାମକୃଷ୍ଣ ନାୟକ ଘଟଣା ସ୍ଥଳରେ ପହଂଚି ସ୍ଥିତି ପରଖିବା ସହ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ନେଇ କହିଛନ୍ତି।