ଉଭୟଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପରେ ଜଣକ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର ସମୟରେ ବାଟରେ ଆନନ୍ଦପୁର ନିକଟରେ ତାଙ୍କର ମୃତ୍ୟୁ ଘଟିଥିଲା।
ବାଇକ୍କୁ ଧକ୍କା ଦେଲା ପିକଅପ ଭ୍ୟାନ
Download Argus News App
