କୌଣସି କାରଣରୁ ସେ ଫ୍ୟାନରେ ଶାଢୀ ଦ୍ଵାରା ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ଯାହାକୁ ପରିବାର ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଖବର ପାଇ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପୂର୍ବକାଲି ବଲାଙ୍ଗୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରଯାଇଥିଲା ।
ଆହୁରି ଓଡିଶାରେ ଘଟୁଥିବା ଅପରାଧର ଖବର ପଢନ୍ତୁ...
ଘର ଭିତରୁ ମୃତଦେହ ଉଦ୍ଧାର

ମୟୂରଭଞ୍ଜ: ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବାରିପଦା ଟାଉନ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୧୭ ବିଜୟରାମଚନ୍ଦ୍ରପୁର ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣଙ୍କ ହେଲେ ସ୍ଥାନୀୟ ଅଞ୍ଚଳର ପ୍ରହ୍ଲାଦ ନାୟକଙ୍କ ଝିଅ କରିନା ନାୟକ।
Download Argus News App
