ପୋଲିସ ଖବର ପାଇ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ କରିବା ସହ ଅଧପୋଡା ଅବସ୍ଥାରେ ଥିବା ଅଚିହ୍ନା ମହିଳାଙ୍କ ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କେସିଙ୍ଗା ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି । ମୃତ ମହିଳାଙ୍କ ବୟସ ପ୍ରାୟ ୫୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।
ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅମାଠ୍ ନିକଟସ୍ଥ ତେଲ ନଦୀଘାଟରୁ ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର । ନଦୀ ଘାଟରେ ଅଧପୋଡା ଅବସ୍ଥାରେ ମୃତ ମହିଳାଙ୍କ ଶବ ସ୍ଥାନୀୟ ଲୋକେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ ।
Download Argus News App
