ମାହାଙ୍ଗା କଂଗ୍ରେସ ନେତା ଦେବେନ୍ଦ୍ର ସାହୁଙ୍କ ନେତୃତ୍ୱରେ କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ, କଂଗ୍ରେସ ନେତା ତଥା ବରିଷ୍ଠ ଆଇନଜୀବି ଧରଣୀଧର ନାୟକ, ମାହାଙ୍ଗା ବ୍ଲକ କଂଗ୍ରେସ ସଭାପତି ଅଲେଖ ସ୍ୱାଇଁଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ଏକ ବିରାଟ ପଟୁଆରରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ଦାବି ପତ୍ର ପ୍ରଦାନ କରିଥିଲେ। ହେଲେ ଏହି ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବଡ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ।
କେବଳ ଏତିକି ନୁହେଁ, ଏହା ପୂର୍ବରୁ ମଧ୍ୟ ଛାତ୍ର କଂଗ୍ରେସ ପ୍ରତିବାଦ କରିଛି। ହେଲେ କାର୍ଯ୍ୟାନୁଷ୍ଠାନ ଫେଲ।