କିନ୍ତୁ କର୍ତ୍ତ୍ୟବ ପାଇଁ ଡେଲିଭରୀ ଭୟ ସାମ୍ନା କରୁଥିବା ଅନେକ ଅକୁହା କଥାକୁ ନେଇ କାହାଣୀର ପରିକଳ୍ପନା । କେଭଳ ଲୋକଙ୍କୁ ସଠିକ ସମୟରେ ଜିନିଷ ପହଁଚାଇବା ପାଇଁ ଜୀବନକୁ ବାଜିରେ ଲଗାଇଦିଏ ଡେଲିଭରୀ ଭୟ । କିନ୍ତୁ ଏ ଯନ୍ତ୍ରଣା ନା କାହାକୁ କହିପାରେ, ନ ବୁଝାଇପାରେ । ଜଣେ ସାମାନ୍ୟ ଡେଲିଭରୀ ବୟର ଜୀବନ ସଂଘର୍ଷର ସମସ୍ୟାକୁ ନେଇ ପ୍ରସ୍ତୁତ ହୋଇଛି ଚଳଚ୍ଚିତ୍ର ।ଚଳଚ୍ଚିତ୍ରର କାହାଣୀ ରପ୍ରଯୋଜକ ଜେ .ଆର.ଏମ୍ ଥିବାବେଳେ ସଂଳାପ ଲେଖିଛନ୍ତି ଦୀପକ ଜେନା ଏବଂ ଚିତ୍ରନାଟ୍ୟ ପ୍ରସ୍ତୁତି ସହ ନିର୍ଦ୍ଦେଶନା ଦେଇଛନ୍ତି ସହ ଅଶ୍ୱିନୀ ତ୍ରିପାଠୀ । ଏହି ଚଳଚ୍ଚିତ୍ରରେ ଅନେକ ଲୋକପ୍ରିୟ କଳାକାରଙ୍କୁ ଦେଖିବାକୁ ପାଇବେ ଦର୍ଶକ ।
ଅଭିନେତା ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର, ଅଭିନେତ୍ରୀ ସୂର୍ୟମୟୀ, ପ୍ରିୟମ୍ବଦା, ଶକ୍ତି ବରାଳ, ଜୀବନ ପଣ୍ଡା, ସୁଶାନ୍ତ, ଇଲୁ ବାନାର୍ଜୀ, ସରୋଜ ଦାଶ, ଚୌଧୁରୀ ବିକାଶ ଦାସ, ସନ୍ତୁ, ଅମନ୍, ଗୁଡ୍ଡୁ ଓ ପୁପୁଲ ପ୍ରମୁଖ ଅଭିନୟ କରିଛନ୍ତି।
ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର: