ଚାହୁଁଚାହୁଁ ଏହା ଦୁଇବଖରାକୁ ବ୍ୟାପିଯାଇଥିଲା। ସ୍ଥାନୀୟ ଲୋକେ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇ ନଥିଲେ। ଫଳରେ ଘରେ ଥିବା ଧାନଚାଉଳ, କଂସାବାସନ ଓ ପୋଷାକପତ୍ର ପୋଡ଼ି ପାଉଁଶ ହୋଇଯାଇଥିଲା। ବେଗୁନିଆ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିବିପନ୍ନ ସୁରଥଙ୍କ ଗରିବ ପରିବାର ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି ଗ୍ରାମବାସୀ।
ସଟସର୍କିଟରୁ ଘଟିଲା ଅଗ୍ନିକାଣ୍ଡ
Download Argus News App
