ଏଥିପାଇଁ ତଳମୁଣ୍ଡରେ ୧୨ଟି ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ଜଳଭଣ୍ଡାରର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ । କ୍ରମାଗତ ଭାବେ ବୃଦ୍ଧି ପାଉଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟାଜଳ ନିଷ୍କାସନ କରିବାକୁ ନିଷ୍ପତ୍ତି ନିଆଯାଇଛି । ବନ୍ୟା ଛଡାଯତବାକୁ ଥିବାରୁ ତଳିଆ ଅଞ୍ଚଳର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଏହାସହ ନଦୀ ଭିତରକୁ ଯିବାକୁ ବାରଣ କରାଯାଇଛି ।
୧୧ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ
Download Argus News App
