ଏହାବ୍ୟତୀତ ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ପ୍ରସଙ୍ଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦାଖଲ କରିଥିବା ସତ୍ୟପାଠକୁ ଅନୁଧ୍ୟାନ କରି ପ୍ରତିଜବାବ ଦାଖଲ ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: