ଗୁରୁବାର ସକାଳ ସମୟରେ ପରିବାର ଲୋକେ ହସ୍ପିଟାଲରୁ ଫେରି ଘର କବାଟ ବାଡେଇଥିଲେ,କିନ୍ତୁ କେହି କବାଟ ଖୋଲିନଥିଲେ। ତେବେ କବାଟ ଭାଙ୍ଗିଲା ବେଳକୁ ଭିତରେ ସ୍ତ୍ରୀର ରକ୍ତାକ୍ତ ମୃତଦେହ ପଡିଥିବା ବେଳେ ସ୍ୱାମୀର ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ମୃତ୍ୟର ପ୍ରକୃତ କାରଣ ଜଣା ପଡିନଥିବା ବେଳେ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଛନ୍ତି।
ଅଧିକ ପଢନ୍ତୁ ଓଡିଶା ଖବର