ଫଳରେ ହେକ୍ଟର ହେକ୍ଟର ଚାଷ ଜମି ଏବେ ଜଳମଗ୍ନ ହୋଇଛି । କୋକସରା ବ୍ଲକର ମାଝୀଗୁଡା ନିକଟରେ ବିଳମ୍ବିତ ରାତିରେ ଓଭର ଫ୍ଲୋ ପାଣି କେନାଲ ଦେଇ ପ୍ରବାହିତ ଯୋଗୁଁ ନିମ୍ନମାନର କାମ ହୋଇଥିବା ଯୋଗୁଁ କେନାଲ ବନ୍ଧ ଭାଙ୍ଗି ଯାଇଛି । ପ୍ରାୟ ୧୦ ଫୁଟ ଘାଇ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।
ଭାଙ୍ଗିଲା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ବନ୍ଧ

କଳାହାଣ୍ଡି: ଭାଙ୍ଗିଲା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ବନ୍ଧ । ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ । ଚିନ୍ତାରେ ଚାଷୀ । ଚଳିତ ବର୍ଷଠାରୁ ଇନ୍ଦ୍ରାବତୀରୁ ପ୍ରଥମ ଥର ପାଇଁ ଉଠା ଜଳସେଚନରେ କୋକସରା ଓ ଧର୍ମଗଡ ବ୍ଲକର ଅଣଜଳସେଚିତ ଚାଷଜମିକୁ ପାଣି ଯୋଗାଇବା ପାଇଁ ପାଣି ଛଡା ଯାଇଥିଲା ହେଲେ ପ୍ରଥମ ବନ୍ୟାଜଳ ନିଷ୍କାସନରେ ହିଁ ଭାଙ୍ଗିଯାଇଛି କେନାଲ ବନ୍ଧ ।
ବନ୍ୟା ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ପ୍ରତିକ୍ରିୟା

ଅର୍ଗସ ବ୍ୟୁରୋ: ରାଜ୍ୟରେ ବନ୍ୟା ସ୍ଥିତି ନେଇ ଆସିଲା ବଡ ଖବର । ଅପରାହ୍ନରେ ହୀରାକୁଦ ଗେଟ୍ ଖୋଲା ନିଷ୍ପତ୍ତି ହୋଇପାରେ। ବନ୍ୟା ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ପ୍ରତିକ୍ରିୟା। ପଥରଲା, ଖଇରମାଳ, ବରମୂଳରେ ବନ୍ୟାଜଳ ପ୍ରବାହ କମିଛି। ମୁଣ୍ଡଳୀରେ ଜଳସ୍ତର ବଢ଼ିଛି, ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହୋଇଛି । 11 ଲକ୍ଷ 60 ହଜା
Download Argus News App
