ଜଗତସିଂହପୁର ଥାନା ଅଞ୍ଚଳର ଜଣେ ବ୍ୟକ୍ତି ଥାନାକୁ ଅଭିଯୋଗ କରିବା ପାଇଁ ଆସିଥିବା ବେଳେ ପୋଲିସ ତାଙ୍କ ଅଭିଯୋଗକୁ ଗ୍ରହଣ କରିନଥିଲା । ଏ ବିଷୟରେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଜାଣିବା ପରେ ଥାନାରେ ପହଁଞ୍ଚି ଥାନା ଅଧିକାରୀଙ୍କୁ ତାଗିଦ କରିଥିଲେ । ଏହା ସହ ଲୋକଙ୍କ ସହ ଉତ୍ତମ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର