ଆଜି ତିର୍ତ୍ତୋଲରେ କଂଗ୍ରେସ ମହିଳା ମୋର୍ଚ୍ଚା ନେତୃତ୍ୱରେ ଶତାଧିକ ମହିଳା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କୁ ବହିଷ୍କାର ଓ ଗିରଫ କରାଯାଉ ବୋଲି ଦାବି କରି ପ୍ରତିବାଦ ଶୋଭାଯାତ୍ରା। କୁଶପୁତ୍ତଳିକା ଦାହ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତିର୍ତ୍ତୋଲ ତହସିଲଦାରଙ୍କୁ ଦାବିପତ୍ର ଦେଇଛନ୍ତି।
କଂଗ୍ରେସ ମହିଳା ମୋର୍ଚ୍ଚା ପକ୍ଷରୁ ଶତାଧିକ ମହିଳା ତିର୍ତ୍ତୋଲ କଲେଜ ଠାରୁ ତିର୍ତ୍ତୋଲ ତହସିଲ କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିଶାଳ ପ୍ରତିବାଦ ଶୋଭାଯାତ୍ରାରେ ଆସି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ