କେବଳ ଏତିକି ନୁହେଁ ଅସଭ୍ୟ ଭାଷାରେ ଗାଳିଗୁଲଜ ମଧ୍ୟ କରିଥିଲେ। ଉଭୟ ପୋଲିସ ଅଧିକାରୀଙ୍କୁ ବହିଷ୍କାର କରିବା ସହ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ। ଏକ ଭିଡିଓ ସେୟାର କରି ବିଜେପି ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି।
ବ୍ୟବସାୟୀଙ୍କଠାରୁ ଜୋର ଜବରଦସ୍ତ ବଟି ଆଦାୟ କରୁଛି ପୋଲିସ
Download Argus News App
