ବିଶେଷ କରି ଯେଉଁ ସ୍ଥାନରେ କାର୍ଯ୍ୟକ୍ରମ ହେବ ଏବଂ କେଉଁ ସ୍ଥାନକୁ ସେ ଗସ୍ତ କରିବେ ସେ ସମ୍ପର୍କରେ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେପଟେ, ରମାଦେବୀ ବିଶ୍ଵବିଦ୍ୟାଳୟରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।
ରମାଦେବୀ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

ଅର୍ଗସ ବ୍ୟୁରୋ: ଫେବୃଆରୀ ୧୦ ତାରିଖରେ ରମାଦେବୀ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ଅଧିକ ପଢ଼ନ୍ତୁ: ୧୧ ତାରିଖ ଦିନ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ମହାମହିମ ରାଷ୍ଟ୍ରପତି
Download Argus News App
