କମିଶନରେଟ୍ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ୱାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସବ୍ ଇନ୍ସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।
ସବ୍ ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନ ରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣ ରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।ରାଜ୍ୟରେ ଦିନକୁ ଦିନ ଅପରାଧର ଚେର ଲମ୍ବୁଥିବା ବେଳେ ପ୍ରତିଥର ପୋଲିସ୍ ର କାର୍ଯ୍ୟକାରିତାକୁ ନେଇ ଉଠୁଛି ପ୍ରଶ୍ନ ତେଣୁ ଅପରାଧ ଭିର୍ତ୍ତିକ ବିଭିନ୍ନ କାର୍ଯ୍ୟ ଉପରେ ନିୟନ୍ତ୍ରଣ ଲଗାଇବା ପାଇଁ ତତ୍ପର ହୋଇ ଉଠିଛନ୍ତି ସରକାର ।