ଆସନ୍ତାକାଲିଠୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।୨୪ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ ଓ ପୁରୀରେ ବର୍ଷା ହୋଇପାରେ । ୨୬ ତାରିଖ ଯାଏ ପ୍ରଭାବ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅଧିକ ପଢନ୍ତୁ ଓଡ଼ିଶା ଖବର