ଅଧିକ ପଢନ୍ତୁ ଓଡ଼ିଶା ଖବର
ଏକ ବିଶାଳ ସମ୍ମିଳନୀରେ ସେ ଯୋଗଦାନ କରିବେ । ପ୍ରାୟ ୫୦ ହଜାରରୁ ଅଧିକ ହିତାଧିକାରୀଙ୍କୁ ସମ୍ବୋଧନ କରିବେ । ଏହାସହ ଭାରତ ସରକାରଙ୍କ ଦ୍ୱାରା ପଦ୍ମ ପୁରସ୍କାର ପ୍ରାପ୍ତ ଏବଂ ଭାରତ ସରକାରଙ୍କ ଦ୍ୱାରା ସମ୍ମାନିତ ହୋଇଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ୯ ବର୍ଷ ଶାସନ କାଳରେ ମୋଦି ସରକାରଙ୍କ ଯୋଜନା ଚିତ୍ର ରଖିବେ । ତାଙ୍କ ସହ କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀ ଏବଂ ରାଜ୍ୟ ନେତୃତ୍ୱ ମାନେ ଉପସ୍ଥିତ ରହିବେ ।