ଚିହ୍ନଟ ଆକ୍ରାନ୍ତଙ୍କ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି । ତେବେ ୧୦ ଦିନରେ ୧୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଲେଣି। ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ଆଇଏଲ୍ଏସ୍) ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଆଉ 5 ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ 5 ଓମିକ୍ରନ୍ ଆକ୍ରାନ୍ତ । ରାଜ୍ୟରେ ଆଉ 5 ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା । ଫଳରେ ଓଡ଼ିଶାରେ ମୋଟ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା 14କୁ ବୃଦ୍ଧି ପାଇଛି। ଆକ୍ରାନ୍ତମାନେ କେଉଁ ଦେଶରୁ ଫେରିଛନ୍ତି ତାହା ଜଣାପଡ଼ି ନାହିଁ ।
ଭାରତର ଇଏ ଏମିତି ମନ୍ଦିର, ଯେଉଁଠି କୃଷ୍ଣଙ୍କ ହାତରେ ମୂରଲୀ ନାହିଁ

ଅର୍ଗସ୍ ବ୍ୟୁରୋ : ଆଜି ପବିତ୍ର ଜନ୍ମାଷ୍ଟମୀ। ଭଗବାନ ଶ୍ରୀକୃଷ୍ଣଙ୍କ ପବିତ୍ର ଜନ୍ମୋତ୍ସବ। କୃଷ୍ଣଙ୍କ କଥା ପରିକଳ୍ପନା କରିବା ମାତ୍ରକେ ମନକୁ କେତୋଟି ଚିତ୍ର ସ୍ବତଃ ଚାଲିଆସେ। କଳା ରଙ୍ଗର ପୁରୁଷାକୃତି ବିଗ୍ରହ। ମଥାରେ ମୟୂର ଚନ୍ଦ୍ରିକା, ହାତରେ ବଶିଂ ଏବଂ ମଥାରେ ତୀଳକ। ଏହା ହିଁ ଭଗବାନ ଲୀଳା ପୁରୁଷୋତ୍ତମଙ୍କ ସ୍ବରୂପ।
କିନ୍ତୁ ଆମେ ଆଜି ଆପଣଙ୍କୁ କିଛି ଏମିତି ବିଲକ୍ଷ
Download Argus News App
