କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ । ସହହିପରି କଟକ, ଜଗତସିଂହପୁର, ପୁରୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି ।
୫ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା !
Download Argus News App
